Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ନିଆଁରେ ଜୀଅନ୍ତା ଜଳିଗଲେ ମାଆ-ଝିଅ

22/12/2019 at 8:26 PM

ସୁନ୍ଦରଗଡ ୨୨।୧୨: ନିଆଁରେ ଜୀଅନ୍ତା ପୋଡିଗଲେ ମାଆ ଓ ଝିଅ । ଘରେ ନିଆଁ ଲାଗି ଜୀଅନ୍ତା ପୋଡିଗଲେ ଦୁଇ ଜଣ । ସୁନ୍ଦରଗଡ ଭସ୍ମା ଥାନା ପଛ ଥିବା ବସ୍ତିରେ ଘଟିଛି ଘଟଣା। ମୃତ ମାଆଙ୍କ ନାମ ଗୋଲାପୀ ମେହେର ଓ ଝିଅ ଲକ୍ଷ୍ମୀ ମେହେର । ନିଆଁ ଲାଗିଥିବା ସ୍ଥାନରେ ଅଗ୍ନିଶମ ବାହିନୀ  ଓ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।  

   Related Posts