Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

୩ ବର୍ଷର ପୁଅକୁ ଧରି ଟ୍ରେନ ଆଗକୁ ଡେଇଁଲା ମା’

29/05/2021 at 3:46 PM

ବାଲେଶ୍ୱର, ୨୯/୦୫: ବାଲେଶ୍ଵର ଜିଲ୍ଲା ବସ୍ତା ବ୍ଲକରେ ଶନିବାର ଏକ ଅଘଟଣ ଘଟିଛି । ନିଜର ୩ ବର୍ଷର ପୁଅକୁ ନେଇ ମାଆ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଛି । ଏହି ଦୁଃଖଦ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

ସୂଚନା ଅନୁସାରେ, ଏହି ଘଟଣା ନୂଆଗାଁ ରେଳ ଷ୍ଟେସନ ନିକଟରେ ଘଟିଛି । ମୃତ ମହିଳାଜଣଙ୍କ ବସ୍ତା ବ୍ଲକ ଦୁଧହଂଶା ଗ୍ରାମର ରୀତାରାଣୀ (୨୫) ହୋଇଥିବା ଜଣାପଡ଼ିଛି । ମୃତ ପୁଅର ନାମ ମକୁରୁ(୩) ହୋଇଥିବା ବେଳେ ଆତ୍ମହତ୍ୟାର କାରଣ ଜଣା ପଡ଼ିନାହିଁ । ଖବର ପାଇ ବାଲେଶ୍ୱର ଜିଆଇପି ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପାରିବାରିକ କନ୍ଦଳକୁ ନେଇ ଏଭଳି ଘଟଣା ଘଟିଥିବା ସନ୍ଦେହ କରାଯାଉଛି ।

   Related Posts