Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

ପାରିବାରିକ କଳହର କରୁଣ ପରିଣତି, ବେକରେ ରଶି ଲଗାଇ ଝୁଲିପଡିଲେ ମା’-ପୁଅ

7/04/2021 at 3:10 PM

ଟାଙ୍ଗୀ ୭।୪: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ଆଂକୁଲା ପଞ୍ଚାୟତ ବାଉରୀ ସାହିରେ ଘଟିଛି ଅଭାବନୀୟ ଘଟଣା ।  ଏକା ସାଙ୍ଗରେ ମା’- ପୁଅଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି ।

ବାଲୁଗାଁ ଥାନା ଆକୁଂଲାଚଟି ଗ୍ରାମ ବାଉରୀ ସାହିର ବିଭୁ ନାୟକଙ୍କ ପତ୍ନୀ ସସ୍ମିତା ନାୟକ ଏବଂ ୩ ବର୍ଷର ପୁତ୍ର ହାପିଙ୍କର ମୃତ୍ୟୁ ହୋଇଛି ।  ତେବେ ପରିବାର ପକ୍ଷରୁ ଏହା ଆତ୍ମହତ୍ୟା ବୋଲି ଦାବି ହେଉଛି । ଉଭୟ ମା’-ପୁଅ ବେକରେ ଦଉଡି ଲଗାଇ ଆତ୍ମହତ୍ୟା କରିଛନ୍ତି ବୋଲି ମୃତା ସସ୍ମିତା ନାଏକଙ୍କ ଶାଶୁ କହିଛନ୍ତି ।

ଅଧିକ ଯୌତୁକ ପାଇଁ ମୋ ଝିଅ ଏବଂ ନାତିକୁ ଶାଶୁ-ଶ୍ବଶୁରଙ୍କ ସମେତ ଅନ୍ୟମାନେ ମିଳିମିଶି ହତ୍ୟା କରିଛନ୍ତି ବୋଲି ମୃତା ସସ୍ମିତା ନାଏକଙ୍କ ମା’ କହିଛନ୍ତି । ଘଟଣାସ୍ଥଳରେ ବାଲୁଗାଁ SDPO, ବାଲୁଗାଁ ପୋଲିସ ଏବଂ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି ବୋଲି SDPO କହିଛନ୍ତି ।

   Related Posts