Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ବିଲରେ କାମ କରୁଥିବା ବେଳେ ହେଲା ବଜ୍ରପାତ, ମାଆ ମୃତ ଝିଅ ଗୁରୁତର

28/09/2021 at 6:19 PM

ପାଟଣା, ୨୮/୦୯: କେନ୍ଦୁଝର ଜିଲ୍ଲା ପାଟଣା ଥାନା ତାଳପଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ବଜ୍ରପାତ ଘଟି ମାଆର ମୃତ୍ୟୁ ହୋଇଥିବା ବେଳେ ଝିଅ ଗୁରୁତର ହୋଇଥିବା ଜଣାପଡ଼ିଛି । ଝିଅଟିକୁ ପାଟଣା ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତ ମହିଳା ହେଲେ ମାଳତୀ ତନ୍ତି ଏବଂ ଗୁରୁତର ଝିଅ ସବିତା ପାତ୍ର ।  

ଆଜି ଅପରାହ୍ନରେ ଉଭୟ ବିଲରେ କାମ କରୁଥିବା ବେଳେ ହଠାତ ବଜ୍ରପାତ ହୋଇଥିଲା । ଘଟଣା ସ୍ଥଳରେ ମାଆ ମାଳତୀଙ୍କ ମୃତ୍ୟୁ ହୋଇଥିବା ବେଳେ ଝିଅ ସବିତା ଗୁରୁତର ଅବସ୍ଥାରେ ପାଟଣା ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଘଟଣା ସ୍ଥଳରେ ପାଟଣା ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଚଳାଇଛି।   

   Related Posts