Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ଯାଆଁଳା ପୁଅଙ୍କୁ ବିଷ ଦେଇ ମା’ ବିଷ ପିଇବା ଘଟଣା : ଚିକିତ୍ସାଧିନ ଅବସ୍ଥାରେ ସାନ ପୁଅ ମୃତ, ବଡ ପୁଅ ଓ ମା’ ଏବେ ବି ଗୁରୁତର

7/01/2021 at 9:32 AM

ସୋର ୭।୧: ମା’ ବିଷ ଦେଇଥିବା ଶିଶୁ ପୁତ୍ରର ମୃତ୍ୟୁ । ବାଲେଶ୍ବର ଜିଲ୍ଲା ସୋର ଥାନା ତଳନଗର ପଞ୍ଚାୟତ ଗଣ୍ଡତରା ଗ୍ରାମର ଦୁଇ ଯାଆଁଳା ଶିଶୁ ପୁତ୍ରଙ୍କୁ ବିଷ ଦେଇ ମା’ ନିଜେ ବିଷ ପିଇ ଦେଇଥିଲେ । ତେବେ ଗୁରୁବାର‍ ସାନ ପୁଅ ଚିନ୍ମୟର ମୃତ୍ୟୁ ହୋଇଥିବା ଜଣାପଡିଛି ।

ସୂଚନାଯୋଗ୍ୟ ଗତ ୩୧ ତାରିଖ ସନ୍ଧ୍ୟାରେ ଗଣ୍ଡତରା ଗ୍ରାମର ଅତୁଲ ମହାକୁଡଙ୍କ ସ୍ତ୍ରୀ ଶୁଭଲକ୍ଷ୍ମୀ ଘରୋଇ କଳିରୁ ନିଜର ଦେଢ ବର୍ଷର ଯାଆଁଳା ଶିଶୁ ପୁତ୍ରକୁ ବିଷ ଦେଇ ନିଜେ ବିଷ ପିଇ ଦେଇଥିଲେ । ଫଳରେ ସମସ୍ତେ ଗୁରୁତର ହୋଇ ପଡିଥିଲେ । ସମସ୍ତଙ୍କୁ ପରିବାର ଲୋକ ଉଦ୍ଧାର କରି ସୋର ଡାକ୍ତରଖାନାକୁ ଆଣିଥିଲେ । ଅବସ୍ଥା ସଙ୍କଟାପନ୍ନ ହେବାରୁ ମା’, ଛୁଆ ୩ ଜଣଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ବୁଧବାର କଟକ ଶିଶୁ ଭବନରେ ଚିକିତ୍ସିତ ହେଉଥିବା ସାନ ପୁଅ ଚିନ୍ମୟର ମୃତ୍ୟୁ ହୋଇଯାଇଥିବା ବେଳେ ବଡ ପୁଅ ଚିରାଗ ଓ ମା’ ଶୁଭଲକ୍ଷ୍ମୀ ଗୁରୁତର ଅବସ୍ଥାରେ ଆଇସିୟୁରେ ଚିକିତ୍ସିତ ହେଉଛନ୍ତି ।

   Related Posts