Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ମଦ୍ୟପ ପୁଅର ଠେଙ୍ଗା ମାଡରେ ଚାଲିଗଲା ମା’ର ଜୀବନ !

19/05/2020 at 12:20 PM

ଆଠମଲ୍ଲିକ ୧୯।୫: ମଦ୍ୟପ ପୁଅର ଠେଙ୍ଗା ମାଡରେ ମା’ର ମୃତ୍ୟୁ ହୋଇଛି । ଅନୁଗୋଳ ଜିଲ୍ଲା କିଶୋରନଗର ଥାନା ଅନ୍ତର୍ଗତ ସାହାଜବାହା ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, ଅନୁଗୋଳ ଜିଲ୍ଲା କିଶୋରନଗର ଥାନା ଅନ୍ତର୍ଗତ ସାହାଜବାହା ଗ୍ରାମରେ ଆର୍ତ୍ତତ୍ରାଣ ବେହେରା ନାମକ ଯୁବକ ତାଙ୍କ ମା’ଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମହିଳାଙ୍କୁ ଠେଙ୍ଗାରେ ପିଟି ପିଟି ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି । ମୃତ ମହିଳା ହେଉଛନ୍ତି ଅନ୍ନପୂର୍ଣ୍ଣ ବେହେରା । ତାଙ୍କ ବୟସ ୭୦ ବର୍ଷ । ଆର୍ତ୍ତତ୍ରାଣ ବାହାର ରାଜ୍ୟରେ ଗାଡି ଚଳାନ୍ତି । ଲକ୍ ଡାଉନ୍ ଯୋଗୁଁ ସେ ତାର ବଡ ଭାଇ ଓ ମା’ ସହିତ ଘରେ ରହୁଥିଲେ । ଗତକାଲି ମଦ ନିଶାରେ ତାଙ୍କ ମା’ଙ୍କ ସହିତ ଝଗଡା ହୋଇଥିଲା   । ଝଗଡା ବେଳେ ଆର୍ତ୍ତତ୍ରାଣ ଉତକ୍ଷିପ୍ତ ହୋଇ ମା’ଙ୍କୁ ଠେଙ୍ଗାରେ ଅତି ନିର୍ମମ ଭାବେ ପିଟିଥିଲେ । ପରେ ପରିବାର ଲୋକ ଅନ୍ନପୂର୍ଣ୍ଣାଙ୍କୁ ରେଢାଖୋଲ ମେଡିକାଲକୁ ନେଇଥିଲେ  । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

   Related Posts