Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ : ହତ୍ୟା ନା ଆତ୍ମହତ୍ୟା ?

9/05/2021 at 11:03 AM

ଭୁବନେଶ୍ୱର,୦୯ ।୫, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଗଛରେ ଝୁଲୁଥିବା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଭୁବନେଶ୍ୱର ଓଲ୍ଡଟାଉନ ଡାକବଙ୍ଗଳା ସ୍ଥିତ ଏକ ଗଛରେ ମୃତଦେହଟି ଝୁଲୁଥିବା ଦେଖିବାକୁ ମଳିଛି ।

ମୃତକ ଜଣକ ହେଲେ ବିଜୟ ପାତ୍ର । ରବିବାର ସକାଳେ ଗଛରେ ବିଜୟଙ୍କ ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା । ଖବର ପାଇ ଲିଙ୍ଗରାଜ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ଯୁବକ ଜଣକୁ ହତ୍ୟା କରାଯାଇଛି କି ସେ ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ । ଲିଙ୍ଗରାଜ ପୋଲିସ ଘଟଣାର ତଦନ୍ତ କରୁଛି ।

   Related Posts