Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

କେନାଲରେ ଭାସୁଛି ଯୁବକଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?

24/07/2021 at 7:58 AM

ଚଣ୍ଡିଖୋଲ, ୨୪|୦୭ :   କେନାଲରୁ ଯୁବକଙ୍କ  ମୃତଦେହ ଉଦ୍ଧାର ।  ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅଧୀନ ଖୋସାଲିପୁର ଠାରେ ହାଇଲେବୁଲ କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି ।

ସୂଚନାନୁସାରେ, ଯୁବକଙ୍କ ମୃତଦେହ କେନାଲରେ ଭାସୁ ଥିବାର ଲୋକେ ଦେଖିବାକୁ ପାଇଥିଲେ । ଏ ନେଇ ସ୍ଥାନୀୟ ଲୋକେ ପୋଲିସକୁ ଜଣାଇ ଥିଲେ । ଘଟଣା ସ୍ଥଳରେ ଧାନମଣ୍ଡଳ ଫାଣ୍ଡି ପୋଲିସ ଉପସ୍ଥିତିରେ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ପହଁଚି ମୃତଦେହକୁ କେନାଲରୁ ଉଦ୍ଧାର କରିଥିଲା ।ମୃତ ଯୁବକ ଜଣଙ୍କ ସ୍ଥାନୀୟ ଅଞ୍ଚଳର ନାନୋ ହେମ୍ବ୍ରମ ବୋଲି ଜଣା ପଡିଛି । ତେବେ କେନାଲରେ ପଡି କେଉଁ ଭଳି ଭାବେ ଯୁବକଙ୍କ ମୃତ୍ୟୁ ହୋଇଛି ସେ ନେଇ ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି।

   Related Posts