Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ପାହାଡରେ ପଡିଛି ହାତଗୋଡ ବନ୍ଧା ମୃତଦେହ, ପରିଚୟ ଅସ୍ପଷ୍ଟ

11/07/2021 at 8:39 AM

ଉଦଳା, ୧୧/୦୭: ହାତଗୋଡ଼ ବନ୍ଧା ମୃତଦେହ ଉଦ୍ଧାର  । ମୟୂରଭଞ୍ଜ ଜିଲ୍ଲା ଶରତ ଥାନା ଲାଦୁରାସାହି ଗ୍ରାମ ବାଲୁଗୁଟୁ ପାହାଡ଼ରୁ ଏହି ମୃତଦେହ ଉଦ୍ଧାର କରାଯାଇଛି ।

ରବିବାର ସକାଳେ କିଛି ବ୍ୟକ୍ତି ଛେଳି ଚରାଇ ଗଲାବେଳେ ପାହାଡ଼ ଖୋଲରେ ମୃତଦେହଟି ପଡିଥିବା ଦେଖିବାକୁ ପାଇଥିଲେ ।ଏନେଇ ସେମାନେ ପୋଲିସକୁ ଖବର ଦେଇଥିଲେ । ସବୁଠାରୁ ବଡ କଥା ହେଲା ଯେ ମୃତଦେହର ହାତଗୋଡ ବନ୍ଧାହୋଇଛି । ତେବେ ତାଙ୍କର ପରିଚୟ ମିଳିପାରି ନାହିଁ ।

ପୋଲିସ ଘଟଣାସ୍ଥଳରେ ପହଁଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି । ପାରିପାର୍ଶ୍ୱିକ ସ୍ଥିତିରୁ ଏହା ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି ।

   Related Posts