Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ସମୁଦ୍ର କୂଳରେ ଲାଗିଛି ମୃତଦେହ : ଆସିଲା କେଉଁଠୁ ?

27/09/2021 at 9:31 AM

ଖଲ୍ଲିକୋଟ, ୨୭।୦୯ : ସମୁଦ୍ର କୂଳରେ ଲାଗିଛି ମୃତଦେହ ।  ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଲକ ଅନ୍ତର୍ଗତ ଅଗସ୍ତି ନୂଆଗାଁ ଗ୍ରାମପଞ୍ଚାୟତର ନିକଟବର୍ତ୍ତୀ ସମୂଦ୍ର କୂଳରେ ମୃତଦେହଟି ଲାଗିଥିବା ଦେଖିବାକୁ ମିଳିଛି l

ସୂଚନା ଅନୁସାରେ, ସୋମବାର ସକାଳେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଲାଗିଥିବା ଦେଖିବାକୁ ମିଳିଥିଲା l ସ୍ଥାନୀୟ ଲୋକ ଏହା ଦେଖି ଗଂଜାମ ପୋଲିସ ଥାନାକୁ ଜଣାଇଥିଲେ । ଘଟଣା ବାବଦରେ ଖବର ପାଇ  ପୋଲିସ ପହଁଚିଥିଲା ।  

ଏଯାବତ ମୃତବ୍ୟକ୍ତିଙ୍କ ପରିଚୟ ଜଣାପଡ଼ିନାହିଁ ।   ସମୁଦ୍ରରେ ଭାସି ଆସି ଏହି ସମୁଦ୍ର କୁଳରେ ଲାଗିଥିବା ସ୍ଥାନୀୟ ଲୋକେ କହୁଛନ୍ତି ।  

   Related Posts