Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ଘରୁ ମିଳିଲା ବୃଦ୍ଧ ଦମ୍ପତ୍ତିଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?

16/05/2021 at 7:41 AM

କଟକ ୧୬।୦୨: କଟକ ଜଗତପୁର ଖଇରା ଗାଁରେ ବୃଦ୍ଧ ଦମ୍ପତିଙ୍କ ସନ୍ଦେହଜନକ ମୃତ୍ୟୁ। ମୃତ ଦମ୍ପତି ହେଲେ କଳ୍ପତରୁ ରାଉତ ଓ ଗୁଣ୍ଡୁରୀ ରାଉତ। ସେମାନଙ୍କୁ ହତ୍ୟା ନା ଆତ୍ମହତ୍ୟା କରିଛନ୍ତି  । ତାର ତଦନ୍ତ ଜାରି ରଖିଛି ପୋଲିସ ।

ଖବର  ଅନୁଯାୟୀ, ଉଭୟ ସ୍ବାମୀ-ସ୍ତ୍ରୀ ଘରେ ଏକୁଟିଆ ରହୁଥିଲେ। ଏମାନଙ୍କର ଏକାକାଳୀନ କିଭଳି ମୃତ୍ୟୁ ହେଲା ତାକୁ ନେଇ ସନ୍ଦେହ ବଢ଼ିବାରେ ଲାଗିଛି l ତେବେ ଦମ୍ପତିଙ୍କ ମୃତ୍ୟୁ ପରେ ଗାଁର କିଛି ଲୋକ ମୃତଦେହ ସତ୍କାର ପାଇଁ ଶ୍ମଶାନକୁ ନେଉଥିବା ଵେଳେ, ପୋଲିସ ଶବକୁ ଜଵତ କରି ଵ୍ୟଵଚ୍ଛେଦ ପାଇଁ ପଠାଇଛି। ସେମାନଙ୍କୁ ହତ୍ୟା କରାଯାଇଛି ନା ଆତ୍ମହତ୍ୟା କରିଛନ୍ତି ତାର ତଦନ୍ତ ଆରମ୍ଭ କରିଛି ପୋଲିସ । ଅନ୍ୟପଟେ ମୃତକଙ୍କ ବିବାହିତା ଝିଅ ସଂଯୁକ୍ତା କରଣ ଜଗତପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।

   Related Posts