Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||
  • ଶୀତ ଖେଳୁଛି ଲୁଚକାଳି : ଆଜି ବଢିବ ଥଣ୍ଡା, କିନ୍ତୁ କାଲି କମିଯିବ
  • ||
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||

ପାଣିରେ ଭାସୁଛି ଯୁବକଙ୍କ ମୃତଦେହ, କଟିଯାଇଛି କାନ, ହତ୍ୟା ନା ଆତ୍ମହତ୍ୟା ?

17/09/2020 at 3:24 PM

ଦେବଗଡ, ୧୭|୦୯ :  ଦେବଗଡ ଥାନା ଅନ୍ତର୍ଗତ ନୂଆଭୂଇଁ  ଗ୍ରାମରେ ଜଣେ ପାଣି ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଜଣଙ୍କ ହେଲେ ସେହି ଗ୍ରାମର ଶଶୀଭୂଷଣ ଭୋଇ।

ମୃତ ଶଶୀ ବୁଧବାର ସକାଳେ ନିଜ ଘରୁ କାମ କରିବାକୁ ବାହାରି ଯାଇଥିଲେ। ପ୍ରତ୍ୟେକ ଦିନ ସେ ସଂଧ୍ୟା ସମୟରେ ଘରକୁ ଫେରୁଥିବା ବେଳେ ଗତକାଲି ଫେରି ନଥିଲେ । ଗୁରୁବାର ତାଙ୍କ ସମ୍ପର୍କୀୟ ଓ ଗ୍ରାମବାସୀ ଶୌଚ ପାଇଁ ନିକଟସ୍ଥ ମାଙ୍କଡ଼ାନାଳକୁ ଯାଇଥିବା ବେଳେ ଶଶୀଙ୍କ ମୃତଦେହ ପାଣିରେ ଭାସୁଥିବା ଦେଖିବାକୁ ପାଇଥିଲେ। ଶଶୀଙ୍କ ଓଠ ଓ ଆଖି ପତା ଧଳା ରଙ୍ଗର ହୋଇଯାଇଥିବା ବେଳେ ଦୁଇ କାନ କଟିଯାଇ ରକ୍ତ ବାହାରୁଥିବା ଜଣାପଡିଛି । ତେବେ ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରିଛି ତାହା ସ୍ପଷ୍ଟ ହୋଇପାରି ନାହିଁ ।  ଖବରପାଇ ଦେବଗଡ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅନୁସନ୍ଧାନ ଆରମ୍ଭ କରିଛନ୍ତି ।

   Related Posts