Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?

29/10/2021 at 7:42 AM

ନିମାପଡା, ୨୯|୧୦:  ଚା ଦୋକାନ ପାଖରୁ ଯୁବକଙ୍କ ମୃତଦେହ ଉଦ୍ଧାର ।  ପୁରୀ ଜିଲ୍ଲା ପିପିଲି  ଜାତୀୟ ରାଜପଥ ବରାଗଡ ସିଡିରେ ଥିବା ଏକ ଚା ଦୋକାନ ନିକଟରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି ।

ସୂଚନାନୁସାରେ, ଶୁକ୍ରବାର ସକାଳେ ଚା ଦୋକାନ ପାଖରେ ଥିବା ଗଛରେ ଜଣେ ବ୍ୟକ୍ତିର ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ତେବେ ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରି ଟାଙ୍ଗି ଦେଇଛି ତାହା ସ୍ପଷ୍ଟ ହୋଇପାରିନାହିଁ । ଘଟଣାସ୍ଥଳରେ ଲୋକେଙ୍କ ଅସମ୍ଭାଳ ଭିଡ ପରିଲକ୍ଷିତ ହୋଇଥିବା ବେଳେ  ଶେଷ ଖବର ସୁଦ୍ଧା ପୋଲିସ ପହଁଚି ନଥିବା ସୂଚନା ମିଳିଛି ।

   Related Posts