Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନାଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ଗାଧୋଇବା ବେଳେ ନିଖୋଜ ହୋଇଯାଇଥିଲେ
  • ||
  • ହାତ ଛାଡିଲେ ପ୍ରଦୀପ ମାଝି, କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା
  • ||
  • ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ ମୃତ ଓ ୫ ଆହତ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

ଆରବସାଗରରେ ଜାହାଜ ବୁଡି ଓଡିଆ ଯୁବକଙ୍କ ମୃତ୍ୟୁ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ ପରେ ଜନ୍ମମାଟିରେ ପହଞ୍ଚିଲା ମୃତଦେହ

22/05/2021 at 10:19 AM

ଚାନ୍ଦବାଲି ୨୨।୫: ସାମୁଦ୍ରିକ ବାତ୍ୟା ତଓତେ ପ୍ରଭାବରେ ମୁମ୍ବାଇଠାରୁ ୬୫ କି.ମି. ଦୂରରେ ଆରବସାଗରରେ ପଣ୍ୟବାହୀ ଜାହାଜ (ପି-୩୦୫) ବୁଡିଥିଲା । ଫଳରେ ମାସୁ ଆସୋସିଏଟ୍ ସଂସ୍ଥାରେ କାର୍ଯ୍ୟରତ ସୁପରଭାଇଜର ଓଡ଼ିଆ ଯୁବକ ଗୋଲେକ ସାହୁଙ୍କର ମୃତ୍ୟୁ ସେଥିରେ ମୃତ୍ୟୁ ହୋଇଥିଲା । ଗୋଲକଙ୍କ ଘର ହେଉଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ଏନଏସି ଅନ୍ତର୍ଗତ କିସ୍ମତ ଗାଁରେ । ଗୋଲେକଙ୍କ ପରିବାର ଲେକେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଅନୁରୋଧ କରିବା ପରେ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ପରେମୃତ ଗୋଲକଙ୍କ ମର ଶରୀର ଓଡ଼ିଶାରେ ପହଞ୍ଚିଛି । ବିଳମ୍ବିତ ରାତିରେ ଗୋଲକଙ୍କର ଶେଷକୃତ ସମ୍ପନ୍ନ କରାଯାଇଛି । ଏଥିନେଇ କିସ୍ମତ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଥିଲା ।

   Related Posts