Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୦୪କରୋନା ସଂକ୍ରମିତ ଚିହ୍ନଟ
  • ||
  • ଚିତ୍ରକୋଣ୍ଡାରେ BSF ଜବାନଙ୍କ କମ୍ବିଂ ଅପରେସନ, ଟିଫିନ୍ ବୋମା ଉଦ୍ଧାର
  • ||
  • ଶ୍ରୀଜଗନ୍ନାଥ ଷ୍ଟାଡିୟମ ନିକଟରେ ଉଚ୍ଛେଦ କାର୍ଯ୍ୟ ଆରମ୍ଭ, ୨ ଫ୍ଲାଟୁନ ଫୋର୍ସ ମୃତୟନ
  • ||
  • ଭିଜିଲାନ୍ସ ଜାଲରେ ଜନସ୍ୱାସ୍ଥ୍ୟ ବିଭାଗ-୨ ସହକାରୀ କାର୍ଯ୍ୟକାରୀ ଯନ୍ତ୍ରୀ, ଏକକାଳୀନ ୬ଟି ସ୍ଥାନରେ ରେଡ୍
  • ||
  • ନୟାଗଡ଼ : ପୋଲିସ କବ୍‌ଜାରେ ୪ ଆନ୍ତଃ ଜିଲ୍ଲା ଡକାୟତ
  • ||

ଷ୍ଟେସନ୍‌ ନିକଟରୁ ଯୁବକଙ୍କ ମୃତଦେହ ଠାବ, ପୋଲିସର ତଦନ୍ତ ଜାରି

10/03/2020 at 10:09 AM

ବ୍ରହ୍ମପୁର ୧୦।୦୩:  ବ୍ରହ୍ମପୁରରେ ଅଭାବନୀୟ ଘଟଣା । ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଠାବ ହୋଇଛି । ମୃତଦେହ ଦେଖି ସ୍ଥାନୀୟଲୋକେ ପୋଲିସକୁ ଖବର ଦେଇଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ,  ବ୍ରହ୍ମପୁର ରେଲୱେ ଷ୍ଟେସନ ନିକଟରେ ଥିବା ଏକ ପରିତ୍ୟକ୍ତ ଅଞ୍ଚଳରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବର୍ତ୍ତମାନ ସୁଦ୍ଧା ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ । ସେହିପରି ମୃତ୍ୟୁର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି । ତେବେ ମୃତଦେହ ପଡିଥିବାର ଖବର ଶୁଣି ଗୋଷାଣିନୁଆଗାଁ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି କରୁଛି ତଦନ୍ତ ଜାରି ରଖିଛି  ।

   Related Posts