ଷ୍ଟେସନ୍‌ ନିକଟରୁ ଯୁବକଙ୍କ ମୃତଦେହ ଠାବ, ପୋଲିସର ତଦନ୍ତ ଜାରି

Published By : Prameya-News7 Bureau | March 10, 2020 IST

ବ୍ରହ୍ମପୁର ୧୦।୦୩:  ବ୍ରହ୍ମପୁରରେ ଅଭାବନୀୟ ଘଟଣା । ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଠାବ ହୋଇଛି । ମୃତଦେହ ଦେଖି ସ୍ଥାନୀୟଲୋକେ ପୋଲିସକୁ ଖବର ଦେଇଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ ଆରମ୍ଭ କରିଛି ।

{"id":235853,"sizeSlug":"large"}

ସୂଚନାଯୋଗ୍ୟ ଯେ,  ବ୍ରହ୍ମପୁର ରେଲୱେ ଷ୍ଟେସନ ନିକଟରେ ଥିବା ଏକ ପରିତ୍ୟକ୍ତ ଅଞ୍ଚଳରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବର୍ତ୍ତମାନ ସୁଦ୍ଧା ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ । ସେହିପରି ମୃତ୍ୟୁର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି । ତେବେ ମୃତଦେହ ପଡିଥିବାର ଖବର ଶୁଣି ଗୋଷାଣିନୁଆଗାଁ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି କରୁଛି ତଦନ୍ତ ଜାରି ରଖିଛି  ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.