Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

୪ ଦିନ ହେଲା ଥିଲେ ନିଖୋଜ, ଏବେ ମାଟି ତଳୁ ମିଳିଲା ମୃତଦେହ

12/10/2021 at 12:29 PM

ଭଞ୍ଜନଗର ୧୨।୧୦: ମାଟିତଳୁ ଯୁବକଙ୍କ ମୃତଦେହ ଉଦ୍ଧାର । ମୃତକ ମାଧବ ନାୟକ ବୋଲି ଜଣାପଡିଛି । ଗଞ୍ଜାମ ଜିଲ୍ଲା ଜଗନ୍ନାଥ ପ୍ରସାଦ ଥାନା ମଲିଙ୍ଗି ରାସ୍ତାକଡ଼ରେ ଘଟିଛି ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ଖବର ଅନୁଯାୟୀ, ୪ ଦିନ ତଳୁ ମାଧବ ନିଖୋଜ ଥିଲେ । ବହୁ ଖୋଜାଖୋଜି ପରେ ତାଙ୍କର କୌଣସି ପତ୍ତା ମିଳିନଥିଲା । ଶେଷରେ ଆଜି ଜଗନ୍ନାଥ ପ୍ରସାଦ ଥାନା ମଲିଙ୍ଗି ରାସ୍ତାକଡ଼ର ଏକ ନିଛାଟିଆ ଜାଗାରୁ ମୃତଦେହ ଉଦ୍ଧାର ହୋଇଛି । ମୃତଦେହକୁ ମାଟି ତଳେ ପୋତାଯାଇଥିଲା । ମୃତକ ସୁଗୁମୁ ଗାଁର ବୋଲି ଜଣାଡିଛି । ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମାଟି ଖୋଳି ମୃତଦେହକୁ ଉଦ୍ଧାର କରିଛି । ଏହାପରେ ମୃତଦେହକୁ ଶବ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ମେଡିକାଲକୁ ପଠାଯାଇଛି । ରିପୋର୍ଟ ଆସିବା ପରେ ପ୍ରକୃତ ତଥ୍ୟ ସାମ୍ନାକୁ ଆସିବ । ସେପେଟ ଘଟଣାର ତଦନ୍ତ ପାଇଁ ସାଇଣ୍ଟିଫିକ୍‌ ଟିମ୍‌ର ସହଯୋଗ ନିଆଯାଇଛି ।  

   Related Posts