Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଜିମ୍‌ରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ୨ବର୍ଷ ହେଲା ସିକ୍ୟୁରିଟି ଗାର୍ଡ ଭାବେ କରୁଥିଲେ କାମ

1/06/2021 at 10:20 AM

ଭୁବନେଶ୍ୱର ୦୧।୦୬: ଜିମ୍‌ରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଠାବ । ଭୁବନେଶ୍ୱର ଭଞ୍ଜକଳା ନିକଟ ଏକ ଜିମ୍‌ରୁ ଠାବ ହୋଇଛି ମୃତଦେହ । ଘଟଣାସ୍ଥଳରେ ବଡ଼ଗଡ଼ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି ।

ଖବର ଅନୁଯାୟୀ, ସୋମବାର ଦିନ ସକାଳ ସମୟରେ ଜିମ୍‌ର ଜଣେ ଯୁବକଙ୍କ ମୃତଦେହ ଝୁଲୁଥିବାର ଦେଖିବାକୁ ମିଳିଥିଲା । ମୃତକ ନୟାଗଡ଼ ରଣପୁର ଅଞ୍ଚଳର ରଞ୍ଜିତ ନାୟକ ବୋଲି ଜଣାପଡିଛି । ସେ ଏହି ଜିମ୍‌ରେ ୨ବର୍ଷ ହେଲା ସିକ୍ୟୁରିଟି ଗାର୍ଡ ଭାବେ କାମ କରୁଥିଲେ । ତେବେ ହଠାତ୍‌ ତାଙ୍କର ଏପରି ଝୁଲନ୍ତା ଅବସ୍ଥାରେ ମୃତଦେହ ମିଳିବା , ସମସ୍ତଙ୍କୁ ଆଶ୍ଚ୍ୟର୍ଯ୍ୟ କରିଛି । ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରହିଛି ।  

   Related Posts