Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉପର ମୁଣ୍ଡରେ ନାହିଁ ବଡ ବର୍ଷା, ରେଙ୍ଗାଳିରୁ ଗୋଟିଏ ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
  • ||
  • ସାଲେପୁର : AC ମେକାନିକ୍‌ଙ୍କ କାରନାମା, ମହିଳାଙ୍କ ଗାଧୁଆ ଘରେ ରେକର୍ଡିଂ ମୋଡ୍‌ରେ ମୋବାଇଲ୍ ରଖି ହେଲେ ଗିରଫ
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ବାରିପଦା : ଆଜିଠୁ ଖୋଲିଲା ଦ୍ବିତୀୟ ଶ୍ରୀକ୍ଷେତ୍ର, ମୟୂରଭଞ୍ଜର ସମସ୍ତ ମଠ ମନ୍ଦିରରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ
  • ||
  • ମହାକାଳପଡା : ଆଜିଠୁ ଖୋଲିଲା ଐତିହାସିକସ୍ଥଳୀ ହୁକିଟୋଲା, ଜଳଯାତ୍ରାର ମଜା ଉଠାଉଛନ୍ତି ପର୍ଯ୍ୟଟକ
  • ||
  • ବୌଦ୍ଧ : ଚୋରା ଚାଲାଣ ବେଳେ ୧୬ପେଟି କଫ୍ ସିରପ୍ ଜବତ, ସ୍କର୍ପିଓ ସହ ଜଣେ ଗିରଫ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୮ ଜଣଙ୍କ ଜୀବନ
  • ||

ଗଛମୂଳରୁ ଯୁବକଙ୍କ ମୃତଦେହ ଠାବ, ହତ୍ୟା ନା ଆତ୍ମହତ୍ୟା…

29/07/2020 at 2:42 PM

ଜଗତସିଂହପୁର ୨୯।୦୭: ଯୁବକଙ୍କ ମୃତଦେହ ଉଦ୍ଧାର । ବରଗଛ ମୂଳରୁ ଯୁବକଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ଖାନାନାଡୀ ଗାଁର ଦିଜ୍ୱବର ଦାସଙ୍କ ପୁଅ ସରୁଆ ଦାସ ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ଗତକାଲି ସଂଧ୍ୟା ସମୟରୁ ନିଖୋଜ ଥିଲେ ଦିଜ୍ୱବର । ବହୁ ଖୋଜଖାଜି ପରେ ବି ତାଙ୍କର କୌଣସି ପତ୍ତା ମିଳିନଥିଲା । ଶେଷରେ ଆଜି ସକାଳ ସମୟରେ ତିର୍ତ୍ତୋଲ ନାଲିବର ଖାନାବାଡି ଗାଁ ନିକଟସ୍ଥ ଗଛ ମୂଳରୁ ମିଳିଲା ମୃତଦେହ ଝୁଲୁଥିବାର ଦେଖିବାକୁ ମିଳିଥିଲା । ମୃତଦେହର ଖବର ପାଇ ତିର୍ତ୍ତୋଲ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । ହେଲେ ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁ କାରଣ ଜଣାପଡିନାହିଁ । ଘଟଣାରେ ଅଧିକ ତଦନ୍ତ ହେଲା ପ୍ରକୃତ ତଥ୍ୟ ସାମ୍ନାକୁ ଆସିବ ବୋଲି ଜଣାପଡିଛି ।

   Related Posts