Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଟ୍ରାଭେଲ୍ସ ବିଲ୍ ମାମଲାରେ ପାଠକ ବାପା-ପୁଅଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ
  • ||
  • ଚଣ୍ଡିଖୋଲ : ପେଟ୍ରୋଲ ପମ୍ପ୍ କର୍ମଚାରୀଙ୍କୁ ଗୁଳିମାଡ, ଦୁଇ ଆହତ
  • ||
  • ଚଣ୍ଡିଖୋଲ : ପୃଥକ ପୃଥକ ଦୁର୍ଘଟଣାରେ ଦୁଇ ମୃତ, ଜଣେ ଗୁରୁତର
  • ||
  • ଭୁବନେଶ୍ବର : ବିଧାନସଭା ବାଚସ୍ପତିଙ୍କ ସହ ମନ୍ତ୍ରୀ ଓ ବିଧାୟକ ନେଲେ କରୋନା ଟିକା
  • ||
  • କଟକ : ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, CBI ତଦନ୍ତ ଶିଥିଳତା ମାମଲାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ହାଇକୋର୍ଟ
  • ||
  • ବଲାଙ୍ଗୀର : ବସ୍ ଧକ୍କାରେ ଶିକ୍ଷକଙ୍କ ମୃତ୍ୟୁ, NH ଅବରୋଧ କଲେ ସ୍ଥାନୀୟ ଲୋକ
  • ||
  • ବୌଦ୍ଧ : ସମ୍ପତ୍ତି ପାଇଁ ଭାଇ ହେଲା ବଇରୀ, ରକ୍ତ ସମ୍ପର୍କକୁ ଭୁଲି ମାରି ପୋଡିଦେଲେ ସାନ ଭାଇକୁ
  • ||
  • ନୟାଗଡ : ଗ୍ରାମବାସୀଙ୍କ ମାଡରେ ଲୁଟେରା ମୃତ ! ଚେନ୍ ଲୁଟ୍ ଉଦ୍ୟମ ବେଳେ ଧରି ଛେଚିଥିଲେ ଲୋକେ
  • ||
  • ମଣ୍ଡିରେ ବିକ୍ରି ହେଉନି ଧାନ, ପ୍ରତିବାଦରେ ରାସ୍ତାରୋକ କଲେ ଚାଷୀ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ବିଲରୁ ଯୁବତୀଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, କିଛି ଦୂରରେ ପଡିଛି ଚପଲ-ବ୍ୟାଗ୍

23/02/2021 at 12:00 PM

ସୋନପୁର ୨୩।୦୨: ଅଜଣା ଯୁବତୀର ମୃତଦେହ ଠାବ । ସୋନପୁର ଜିଲ୍ଲା ବିନିକା ଥାନା ତୁଲୁଣ୍ଡୁପାଲି ଗାଁରେ ଥିବା ବିଲରେ ଯୁବତୀଙ୍କ ମୃତଦେହ ପଡିଛି । ବିଲରେ ଯୁବତୀର ଅର୍ଦ୍ଧଦଗ୍ଧ ଶବ ଠାବ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି ।

ଖବର ଅନୁଯାୟୀ, ମଙ୍ଗଳବାର ଦିନ ସକାଳ ସମୟରେ ତୁଲୁଣ୍ଡୁପାଲି ଗାଁର ଏକ ବିଲରେ ଯୁବତୀଙ୍କ ମୃତଦେହ ପଡିଥିବାର ଦେଖିବାକୁ ମିଳିଥିଲା । ଏହାପରେ ତୁରନ୍ତ ଏନେଇ ବିନିକା ପୋଲିସକୁ ଖବର ଦିଆଯାଇଥିଲା । ଖବର ପାଇ ବିନିକା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । ତେବେ ମୃତଦେହ ପଡିଥିବା ସ୍ଥାନ ଠାରୁ ଶହେ ମିଟର ଦୂରରେ ଏକ ବ୍ୟାଗ୍‌, ବାସନ ଓ ଚପଲ ପଡିଛି । ବର୍ତ୍ତମାନ ସୁଦ୍ଧା ଯୁବତୀଙ୍କ ପରିଚୟ ମିଳିପାରିନାହିଁ ।

ସେପଟେ ଯୁବତୀଙ୍କୁ କିଏ ହତ୍ୟା କରାଯାଇଛି ? ହତ୍ୟା ପଛର କାରଣ କଣ  ?  ନା ହତ୍ୟା ପଛରେ ଆଉ କଣ କାରଣ ରହିଛି ।  ତାହାର ତଦନ୍ତ ହେଲେ ପ୍ରକୃତ ଘଟଣା ସାମ୍ନାକୁ ଆସିବ । ପୋଲିସ ଅନେକ ଦିଗରୁ ଛାନ୍‌ଭିନ୍‌ ଜାରି ରଖିଛି ପୋଲିସ ।

   Related Posts