Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ

28/11/2021 at 12:43 PM

ଜଳେଶ୍ୱର,୨୮/୧୧: ଗାଁ ପୋଖରୀରୁ ମିଳିଲା ନିଖେଜା ଶିଶୁର ମୃତଦେହ । ହତ୍ୟାକାଣ୍ଡ ବୋଲି ସନ୍ଦେହ କରୁଛନ୍ତି ପରିବାର ଲୋକେ  । ଏପରି ଅଭାବନୀୟ ଘଟଣା ଘଟିଛି ବାଲେଶ୍ଵର ଜିଲ୍ଲା ବସ୍ତା ଥାନା ସଦର ବ୍ଲକ ନିମା ଗ୍ରାମରେ ।

ସୂଚନାନୁସାରେ, ଗ୍ରାମର ଉମାକାନ୍ତ ପ୍ରଧାନଙ୍କ ଦୁଇ ବର୍ଷର ଶିଶୁ କନ୍ୟା ସାଇସ୍ମିତା ଶନିବାରଠୁ ନିଖୋଜ ଥିଲେ ।  ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ । କିନ୍ତୁ କୌଣସି ପତ୍ତା ମିଳିନତିଲା ।  ଝିଅକୁ ନପାଇବାରୁ ସେମାନେ ବସ୍ତା ଥାନାରେ ଲିଖିତ ଅଭିଯୋଗ କରିଥିଲେ । ପୋଲିସ ମଧ୍ୟ ସାଇସ୍ମିତାର ନିଖୋଜ ଅଭିଯୋଗ ଆଧାରରେ ତଦନ୍ତ କରୁଥିଲା ।

ତେବେ ରବିବାର ସକାଳେ ଗାଁ ପାଖ ପୋଖରୀରୁ ଉଦ୍ଧାର ହୋଇଥିଲା ସାଇସ୍ମିତାର ମୃତଦେହ ।  ଏହା ଏକ ହତ୍ୟାକାଣ୍ଡ ବୋଲି ପରିବାର ଲୋକେ ସନ୍ଦେହ କରୁଛନ୍ତି । ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଜାରି ରଖିଛି ।

   Related Posts