Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

MSP ପ୍ରସଙ୍ଗରେ କେନ୍ଦ୍ରକୁ ଟାର୍ଗେଟ୍ କଲେ କୃଷିମନ୍ତ୍ରୀ ପ୍ରଦୀପ ମହାରଥୀ

3/07/2018 at 11:31 AM

MSP ପ୍ରସଙ୍ଗରେ କେନ୍ଦ୍ରକୁ ଟାର୍ଗେଟ୍ କଲେ କୃଷିମନ୍ତ୍ରୀ ପ୍ରଦୀପ ମହାରଥୀ
ଗତ ମାସ ଶେଷ ସୁଦ୍ଧା MSP ଘୋଷଣା ହେବା କଥା,ଏଯାଏ ଅନିଶ୍ଚିତତା ଭିତରେ ରହିଛି ମିସ୍ପ,ସର୍ବନିମ୍ନ MSP ୨୯୭୦ ପାଇଁ କେନ୍ଦ୍ରକୁ ପ୍ରସ୍ତାବ ଦିଆଯାଇଥିଲା,MSP ଦେଢ଼ ଗୁଣା ପ୍ରତିଶ୍ରୁତି ଦେଇଥିଲେ ମୋଦି,ଦେଢ଼ ଗୁଣା ଦେବା ଦୂର, ଚାଷୀର ଖର୍ଚ୍ଚ ଅର୍ଥ ରାଶି ବି ମିଳୁନି’
MSP ପ୍ରସଙ୍ଗରେ କଂଗ୍ରେସର ପ୍ରତିକ୍ରିୟା- ‘ଚାଷୀର ଆୟ ଦ୍ବିଗୁଣିତ କରିବାକୁ ପ୍ରତିଶ୍ରୁତି ଦେଇଥିଲା କେନ୍ଦ୍ର,ଏଯାଏଁ MSP ନେଇ କୌଣସି ଚୂଡାନ୍ତ ନିଷ୍ପତ୍ତି ହୋଇପାରିଲାନି,ଓଡ଼ିଶାର ଦାବିକୁ କେନ୍ଦ୍ର ଅଣଦେଖା କରି ଆସୁଛି,ବିଧାନସଭା ଗୃହ କମିଟିର ପ୍ରସ୍ତାବକୁ ମଧ୍ୟ ଏଡାଇ ଦିଆଯାଇଛି,MSP ତୁରନ୍ତ ଘୋଷଣା ପାଇଁ ଦାବି କଲେ ବିଧାୟକ ପ୍ରକାଶ ବେହେରା’
MSP ପ୍ରସଙ୍ଗରେ ବିଜେପି ନେତା ପ୍ରଦୀପ ପୁରୋହିତଙ୍କ ପ୍ରତିକ୍ରିୟା- ‘ଚାଷୀର ଆୟ ୨ ଗୁଣ କରିବାକୁ କେନ୍ଦ୍ର ପ୍ରତିଶ୍ରୁତିବଦ୍ଧ,ଏଥିପାଇଁ ବଜେଟରେ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି,ଏଯାଏ ରାଜ୍ୟ MSP ସମ୍ପର୍କିତ ରିପୋର୍ଟ ଦେଇନି,ତେଣୁ କେନ୍ଦ୍ର MSP ନେଇ ଚୂଡାନ୍ତ ଘୋଷଣା କରିପାରୁନି’

   Related Posts