Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଅତ୍ୟାଧୁନିକ ଢାଞ୍ଚାରେ ବିଧାୟକଙ୍କ ପାଇଁ ପ୍ରସ୍ତୁତ ହେବ ବହୁତଳ ପ୍ରାସାଦ, ଖର୍ଚ୍ଚ ହେବ ୪ଶହ କୋଟି ଟଙ୍କା

18/10/2021 at 4:03 PM

ଭୁବନେଶ୍ବର ୧୮।୧୦: ସଂସଦ ଭବନ ଭଳି ଅତ୍ୟାଧୁନିକ ଢାଞ୍ଚାରେ ବିଧାୟକମାନଙ୍କ ପାଇଁ ପ୍ରସ୍ତୁତ ହେବ ବହୁତଳ ପ୍ରାସାଦ । ଏଥିପାଇଁ ୩ଶହରୁ ୪ଶହ କୋଟି ଟଙ୍କା ଖର୍ଚ୍ଚ କରାଯିବ । ପୂର୍ତ୍ତ ବିଭାଗ ଏହି କାର୍ଯ୍ୟ କରିବ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି ।

ତେବେ ଟେଣ୍ଡର ଡ଼କାଯାଇ ଭଲ ଓ ଅନୁଭବୀ କମ୍ପାନୀକୁ ଏହାର କାର୍ଯ୍ୟ ଦିଆଯିବ । ଦୁଇଟି ପର୍ଯ୍ୟାୟରେ ଓବିସିସିକୁ ଅଗ୍ରୀମ ପ୍ରାୟ ୧୫୦ କୋଟି ଟଙ୍କା ଦିଆଯାଇଛି । କୋଭିଡ୍, ଜବରଦଖଲକାରୀ ଓ ପୂର୍ବତନ ବିଧାୟକ କ୍ବାର୍ଟର ଛାଡୁ ନଥିବାରୁ ଏହି କାର୍ଯ୍ୟରେ ବିଳମ୍ବ ହେଉଛି । ୮ ଜଣ ପୂର୍ବତନ ବିଧାୟକ କ୍ବାର୍ଟର ଛାଡୁ ନଥିବାରୁ ତାଙ୍କୁ ଖୁବଶୀଘ୍ର କ୍ବାର୍ଟର ଛାଡିବାକୁ କୁହାଯାଇଛି ବୋଲି ବାଚସ୍ପତି ସୂଚନା ଦେଇଛନ୍ତି ।

   Related Posts