Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||
  • ରାଜ୍ୟକୁ ପ୍ରଶଂସା କଲା RBI: ଟ୍ବିଟ୍ କରି ଜଣାଇଲେ ମୁଖ୍ୟମନ୍ତ୍ରୀ
  • ||

ମୁମ୍ବାଇରେ ପ୍ରବଳ ବର୍ଷା ଯୋଗୁ ଭୁଷୁଡ଼ିଲା ବ୍ରିଜ

3/07/2018 at 6:35 AM

ମୁମ୍ବାଇରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି | ବିଭିନ୍ନ ସ୍ଥାନରେ ଅଟକି ରହିଛି ଯାତ୍ରୀବାହୀ ବସ ଓ ଲୋକାଲ ଟ୍ରେନ | ଟ୍ରେନ ଟ୍ରାକଗୁଡିକରେ ପାଣି ଭାରି ରହିଛି | ଅଂଧେରୀ ଇଷ୍ଟ ଓ ଅଂଧେରୀ ୱେଷ୍ଟକୁ ସଂଯୋଗ କରୁଥିବା ନିର୍ମାଣଧୀନ ଗୋଖେଲ ବ୍ରିଜର କିଛି ଅଂଶ ଭୁଶୁଡି ପଡିଛି | ବ୍ରିଜ ତଳେ କିଛି ଲୋକ ଚାପି ହୋଇରହିଥିବା ଅନୁମାନ କରାଯାଉଛି | ଏପର୍ଯ୍ୟନ୍ତ ୩ ଜଣଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି | ଉଦ୍ଧାର କାର୍ଯ୍ୟ ଏବେ ମଧ୍ୟ ଜାରି ରହିଛି |

   Related Posts