Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ରାଜସ୍ଥାନ ରୟାଲ୍ସକୁ ମାତ ଦେଇ ତୃତୀୟଥର ପାଇଁ ଜିତିଲା ମୁମ୍ବାଇ: ରାଜସ୍ଥାନର ଚତୁର୍ଥ ପରାଜୟ

29/04/2021 at 7:40 PM

ମୁମ୍ବାଇ ୨୯/୦୪ : ମୁମ୍ବାଇ ଇଣ୍ଡିଆନ୍ସ ଆଇପିଏଲ ୨୦୨୧ରେ ତୃତୀୟଥର ପାଇଁ ବିଜୟୀ ହୋଇଛି। ଟି୍ମ ରାଜସ୍ଥାନ ରୟାଲ୍ସକୁ ୭ ୱିକେଟରେ ପରାସ୍ତ କରିଛି। ମୁମ୍ବାଇ ଟିମ୍ ୬ ଅଙ୍କ ସହ ପଏଣ୍ଟ ଟେବୁଲରେ ଚତୁର୍ଥ ସ୍ଥାନରେ ଅଛି। ରାଜସ୍ଥାନ ରୟାଲ୍ସ ସପ୍ତମ ସ୍ଥାନରେ ଅଛି। ରାଜସ୍ଥାନ ପ୍ରଥମେ ବ୍ୟାଟିଂ କରିଥିଲା। ରାଜସ୍ଥାନ ୪ ୱିକେଟ୍ ହରାଇ ୧୭୧ ରନ କରିଥିଲା। ଜବାବରେ ମୁମ୍ବାଇ ୧୮.୩ ଓଭରରେ ୩ ୱିକେଟ୍ ହରାଇ ମ୍ୟାଚ ବିଜୟ ହାସଲ କରିଛି।

   Related Posts