Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||
  • ରାଇରଙ୍ଗପୁର: କଲୋନୀରେ ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର
  • ||
  • ନବରଙ୍ଗପୁର : ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • କାମାକ୍ଷାନଗର : ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା, ଜଣେ ମୃତ, ଜଣେ ଗୁରୁତର
  • ||
  • ବଲାଙ୍ଗୀର: ଆକ୍ସନ ମୋଡ୍‌ରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ଆରମ୍ଭ କଲେ ନୂଆ ପ୍ରକଳ୍ପ
  • ||
  • ବରଗଡ : ବାଲି ବୋଝେଇ ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କା, ୨ ଜଣ ମୃତ
  • ||
  • ଭୁବନେଶ୍ବର : ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ମିଳିବ ‘ପରୀକ୍ଷା ଦର୍ପଣ’, ପରୀକ୍ଷା ପାଇଁ ହେବ ସହାୟକ
  • ||

ମୁମ୍ବାଇର ୱୋକାର୍ଡ ହସ୍ପିଟାଲର ୨୬ ନର୍ସ ଏବଂ ତିନିଜଣ ଡାକ୍ତର କରୋନା ପଜିଟିଭ୍

6/04/2020 at 1:28 PM

ମୁମ୍ବାଇ ୦୬/୦୪ : କରୋନା ଦ୍ରୁତ ଗତିରେ କାୟା ବିସ୍ତାର କରି ଚାଲିଛି |ବର୍ତ୍ତମାନ ସୁଦ୍ଧା କରୋନାରେ ମୃତ୍ୟୁ ସଂଖ୍ୟା ୬୦ହଜାରରୁ ଅଧିକ ହୋଇଥିବା ବେଳେ ଲକ୍ଷାଧିକ ଲୋକ ଆକ୍ରାନ୍ତ ହୋଇଛନ୍ତି । ସାରା ବିଶ୍ୱ କରୋନା ଯୋଗୁଁ ଭୟଭୀତ ହୋଇ ରହିଛି | ଦେଶରେ ମଧ୍ୟ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି | ଦେଶରେ ପ୍ରତିଦିନ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି |

ଆଜି ମୁମ୍ବାଇର ୱୋକାର୍ଡ ହସ୍ପିଟାଲର ୨୬ ନର୍ସ ଏବଂ ତିନିଜଣ ଡାକ୍ତର କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି । ୨୬ ଜଣ ନର୍ସ ଓ ୩ ଜଣ ଡାକ୍ତର କରୋନା ପଜିଟିଭ ହୋଇଥିବା ଜଣାପଡିବା ପରେ ସମଗ୍ର ହସ୍ପିଟାଲକୁ କ୍ଵାରେଣ୍ଟାଇନ ଜୋନ୍ ଘୋଷଣା କରାଯାଇଛି।

   Related Posts