Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

IPL ମ୍ୟାଚ୍‌ ୧୩ : ଟସ୍‌ ଜିତିଲା ମୁମ୍ବାଇ, ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି

20/04/2021 at 7:17 PM

ଚେନ୍ନାଇ ୨୦/୦୪ : ଆଇପିଏଲ ୨୦୨୧ରେ ଆଜି ମୁହାଁମୁହିଁ ହେବେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ । ପ୍ରଥମେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି ରୋହିତ ଶର୍ମାଙ୍କ ମୁମ୍ବାଇ ଇଣ୍ଡିଆନ୍ସ । ଅଭିଜ୍ଞ ରୋହିତଙ୍କୁ ଚ୍ୟାଲେଞ୍ଜ ଦେବେ ନବାଗତ ଋଷଭ ପନ୍ତ ।

ମୁମ୍ବାଇ ଏକାଦଶ : କ୍ୱିଣ୍ଟନ୍ ଡିକକ୍ (ୱିକେଟ୍ ରକ୍ଷକ), ରୋହିତ ଶର୍ମା (ଅଧିନାୟକ), ସୂର୍ଯ୍ୟକୁମାର ଯାଦବ, ଇଶାନ କିଶନ, ହାର୍ଦ୍ଦିକ ପାଣ୍ଡ୍ୟା, କିରନ ପୋଲାର୍ଡ, କ୍ରୁନାଲ ପାଣ୍ଡ୍ୟା, ରାହୁଲ ଚହର, ଜୟନ୍ତ ଯାଦବ, ଜସପ୍ରୀତ ବୁମରାହ, ଟ୍ରେଣ୍ଟ ବୋଲ୍ଟ

ଦିଲ୍ଲୀ ଏକାଦଶ : ପୃଥ୍ବୀ ସ, ଶିଖର ଧାୱନ, ଷ୍ଟିଭେନ୍ ସ୍ମିଥ୍, ଋଷଭ ପନ୍ତ (ୱିକେଟ୍ ରକ୍ଷକ / ଅଧିନାୟକ), ମାର୍କସ୍ ଷ୍ଟୋଇନିସ୍, ସିମ୍ରନ୍ ହେଟମାୟର, ଲଲିତ ଯାଦବ, ରବିଚନ୍ଦ୍ରନ୍ ଅଶ୍ୱିନ୍, କାଗିସୋ ରାବାଡା, ଅମିତ ମିଶ୍ରା, ଆବେଶ ଖାନ୍

   Related Posts