Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ନଭେମ୍ବର ୯ରୁ ପୌର ନିର୍ବାଚନ ପ୍ରକ୍ରିୟା, ୧୮ତାରିଖ ମତାମତ ଦଖଲର ଶେଷ ଦିନ

25/10/2021 at 3:03 PM

ଭୁବନେଶ୍ବର ୨୫।୧୦: ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ । ସଂରକ୍ଷଣ ଓ ସୀମା ନିର୍ଦ୍ଧାରଣ ନେଇ ନଭେମ୍ବର ୯ ତାରିଖରୁ ମତାମତ ଗ୍ରହଣ କରାଯିବ । ନଭେମ୍ବର ୧୮ ତାରିଖ ମତାମତ ଦଖଲର ଶେଷ ଦିନ ରହିଛି । ନଭେମ୍ବର ୨୯ ତାରିଖରେ ସୀମା ନିର୍ଦ୍ଧାରଣ ଓ ସଂରକ୍ଷଣ ନେଇ ବିଜ୍ଞପ୍ତି ପ୍ରକାଶ ପାଇବ । ୨୯ ନଭେମ୍ବରରୁ ୧୩ ଡିସେମ୍ବର ମଧ୍ୟରେ ବିଜ୍ଞପ୍ତି ଉପରେ ଆପତ୍ତି ଅଭିଯୋଗ ଦାଖଲ କରାଯାଇପାରିବ ବୋଲି ଦର୍ଶାଯାଇଛି ।

   Related Posts