Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ଯୁବକଙ୍କୁ ପଥରରେ ଛେଚି ହତ୍ୟା, ପୂର୍ବଶତ୍ରୁତାକୁ ନେଇ ହତ୍ୟା ହୋଇଥିବା ସନ୍ଦେହ

20/11/2019 at 10:08 AM

ବାଙ୍କୀ ୨୦।୧୧: କଟକ ଜିଲ୍ଲା ବାଙ୍କୀ ଥାନା ଅନ୍ତର୍ଗତ ବରପୁଟ ପଞ୍ଚାୟତ ପଥପୁର ପାଟଣା ସାହି ନିକଟରେ ହତ୍ୟାକାଣ୍ଡ ଘଟିଛି । ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ବେଳେ , ହତ୍ୟାକାଣ୍ଡ କାରଣ ଅସ୍ପଷ୍ଟ ରହିଛି । ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ

ସୂଚନାଯୋଗ୍ୟ ଯେ, ପଥପୁର ପାଟଣାସାହିରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି । ମୃତ ଯୁବକ ଜଣକ ହେଲେ ଗୁଣ୍ଡିଚା ନାୟକ । ହତ୍ୟାକାଣ୍ଡର ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ମୃତଦେହକୁ ଶବବ୍ୟବଛେଦ ପାଇଁ ପାଇଁ ବାଙ୍କୀ ମେଡିକାଲରେ ଭର୍ତ୍ତି  କରାଯାଇଛି ।ପୂର୍ବ ଶତ୍ରୁତାକୁ ନେଇ ହତ୍ୟାକାଣ୍ଡ କରାଯାଇଥିବା ସନ୍ଦେହ । ମୃତକଙ୍କ ପରିବାର ପକ୍ଷରୁ ବାଙ୍କୀ ଥାନାରେ ଏତଲା ।ବାଙ୍କି ଥାନା ପୋଲିସର ତଦନ୍ତ ଜାରି ।ଶବ ବ୍ୟବେଛେଦ  ରିପୋର୍ଟ ଆସିବା ପରେ ପ୍ରକୃତ ସତ୍ୟ ଜଣାପଡିବ ବୋଲି ବାଙ୍କୀ ଥାନା ଅଧିକାରୀ ସମୀର ପଣ୍ଡାଙ୍କ ସୂଚନା ଦେଇଛନ୍ତି ।

   Related Posts