Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ଯୁବକଙ୍କୁ ଖଣ୍ଡାରେ ହାଣି ନିର୍ମମ ହତ୍ୟା

7/06/2020 at 9:31 PM

ରାଉରକେଲା, ୦୭|୦୬: ରାଉରକେଲା ରେଳଓ୍ୱେ କଲୋନୀରେ ଜଣେ ଯୁବକଙ୍କୁ ଅତି ନୃଶଂସ ଭାବେ ହତ୍ୟା କରାଯାଇଛି । ଦୁର୍ବୃତ୍ତମାନେ ତାଙ୍କୁ ଖଣ୍ଡାରେ ହାଣି ହତ୍ୟା କରିଛନ୍ତି ।

ସହରର ରେଲୱେ କଲୋନୀରେ ଥିବା ବଡ଼ ପାର୍କ  ଭିତରେ ଏହି ହତ୍ୟାକାଣ୍ଡ ଘଟିଛି ।  ଯୁବକଙ୍କୁ କିଛି ଦୁର୍ବୃତ୍ତ ଖଣ୍ଡାରେ ହାଣି ଯୁବକଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି । ମୃତ୍ୟୁବରଣ କରିଥିବା ଯୁବକ ହେଲେ ସାୟଦ  ଖାଁ । ଘଟଣାସ୍ଥଳରେ ପୋଲିସ ପହଁଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା କୁହାଯାଉଛି ।

   Related Posts