Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ ମୃତ ଓ ୫ ଆହତ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

ସଡୁକୁ ହତ୍ୟା ଉଦ୍ୟମ କଲା ସଡୁ : ପାରିବାରିକ କଳହକୁ କେନ୍ଦ୍ର କରି ହତ୍ୟା ଉଦ୍ୟମ

17/03/2019 at 10:53 AM

  ଗଞ୍ଜାମ ୧୭/୩: ସଡୁକୁ ହତ୍ୟା ଉଦ୍ୟମ କରିଛି ସଡୁ। ଧାରୁଆ ଅସ୍ତ୍ରରେ ଛାତିକୁ ଆକ୍ରମଣ କରିଛି।  ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଆଡପଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରିଛି। ଗୁରୁତର ବ୍ୟକ୍ତି ହେଲେ ଦାନବନ୍ଧୁ  ମହାନ୍ତି। ପାରିବାରିକ କଳହକୁ କେନ୍ଦ୍ର କରି ହତ୍ୟା ଉଦ୍ୟମ ହୋଇଛି।  ଏହି ଅଭାବନୀୟ ଘଟଣା ଘଟିଛି ପାଟପୁର ଥାନା ଅନ୍ତର୍ଗତ ଗୁଣସଗାର ଗାଁରେ। ଆକ୍ରମଣକାରୀ ସଡୁ ଦିବାକର ନାହାକକୁ ଅଟକ ରଖି ପୋଲିସ ପଚରାଉଚରା କରୁଛି।

   Related Posts