Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ରାଜଧାନୀରେ ପୁଣି ଗଡିଲା ମୁଣ୍ଡ, ରଙ୍ଗମାଟିଆରେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣି ହତ୍ୟା

10/09/2019 at 9:44 PM

ଭୁବନେଶ୍ୱର – ରାଜଧାନୀ ଭୁବନେଶ୍ୱରରେ ଥିବା ରଙ୍ଗମାଟିଆରେ ଜଣେ ଯୁବକଙ୍କୁ ଦୁଇ ଜଣ ଦୁର୍ବୃତ୍ତ ଗୋଡାଇ ଗୋଡାଇ ହାଣି ହତ୍ୟା କରିଛନ୍ତି। ରଙ୍ଗମାଟିଆରେ ଥିବା ଏକ ଇଂରାଜୀ ମାଧ୍ୟମ ସ୍କୁଲ ନିକଟରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ ଯୁବକଙ୍କ ନାଁଦୀପକ ବେହେରା ଓରଫ ନଣ୍ଡା ଓ ତାଙ୍କ ଘର ରଙ୍ଗମାଟିଆ ତଳସାହିରେ ବୋଲି ଜଣା ପଡିଛି ।

ଗୁରୁତର ଅବସ୍ଥାରେ ନଣ୍ଡାଙ୍କୁ ପୁଲିସ ଉଦ୍ଧାର କରି ଏକ ଘରୋଇ ହସପିଟାଲ୍‌ରେ ଭର୍ତ୍ତି କରିଥିଲା । ତେବ ସେଠାରେ ନଣ୍ଡାଙ୍କର ମୃତ୍ୟୁ ହୋଇଥିବା ଜଣା ପଡିଛି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ପୁଲିସ ସନ୍ଦେହ କରୁଛି। ତିନିମାସ ତଳେ ମଧ୍ୟ ନଣ୍ଡାଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିଲା ।

   Related Posts