Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ବୋତଲରେ ଭୁଷିବା ପରେ ଛୁରୀରେ ବେକ କାଟି ହତ୍ୟା

7/10/2019 at 11:41 AM

 ଝାରସୁଗୁଡା ୭/୧୦: ଝାରସୁଗୁଡାରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ରାସ୍ତାକଡରୁ ଜଣେ ବ୍ୟକ୍ତିଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର ହୋଇଛି । ବୋତଲରେ ଭୁସିବା ପରେ ଛୁରୀରେ ବେକ କାଟି ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତକ ମରାକୁଟା ଗାଁର ଗୁଣ ସାଗର ଦାଶ ବୋଲି ଜଣାପଡ଼ିଛି । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ବଡମାଳ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଝାରସୁଗୁଡା ସହର ନିକଟବର୍ତ୍ତୀ ତିହାଡ଼ିପାଲି ରାସ୍ତାରୁ ଏହି ମୃତଦେହ ଉଦ୍ଧାର ହୋଇଛି ।

   Related Posts