Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

କେନାଲରୁ ଅଚିହ୍ନା ଯୁବକଙ୍କ ମୃତଦେହ ଠାବ, ତଦନ୍ତ ଜାରି

25/10/2020 at 1:04 PM

ଜଗତସିଂହପୁର ୨୫।୧୦: କେନାଲରେ ଭାସୁଛି ବ୍ୟକ୍ତିଙ୍କର ମୃତଦେହ । ଘଟଣାସ୍ଥଳରେ ରଘୁନାଥପୁର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତ ବ୍ୟକ୍ତିଙକ୍ ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ମିଳିପାରିନାହିଁ ।

ଖବର ଅନୁଯାୟୀ, ଜଗତସିଂହପୁର ଜିଲ୍ଲା ରଘୁନାଥପୁର ନିକଟରେ ତାଳଦଣ୍ଡା କେନାଲରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଭାସୁଥିବାର ଦେଖିବାକୁ ମିଳିଥିଲା । ଯାହାକୁ ଦେଖି ସ୍ଥାନୀୟ ଲୋକେ ସ୍ଥାନୀୟ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ପୋଲିସର ଜମି ଦେଇଛନ୍ତି । ରଘୁନାଥପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।  

   Related Posts