Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ରାତିରୁ ଥିଲେ ନିଖୋଜ, ସକାଳୁ ଘର ପଛ ପଟ କୂଅରୁ ଯୁବକଙ୍କ ମୃତଦେହ ଠାବ

9/11/2020 at 4:09 PM

କାମାକ୍ଷାନଗର ୦୯।୧୧: କୂଅରେ ପଡି ଯୁବକ ମୃତ୍ୟୁ । ମୃତକ ହେଲେ କାମାକ୍ଷାନଗର ଥାନା ମାଳପୁରାର ଅଶୋକ ନାୟକ ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ,  ଗତକାଲି ସନ୍ଧ୍ୟା ସମୟରୁ ଅଶୋକ ଘରୁ ଆସି  ଆଉ ଫେରି ନଥିଲେ। ବିଳମ୍ବିତ ରାତି ଯାଏଁ ଅଶୋକ ଘରକୁ ନଫେରିବାରୁ ପରିବାର ଲୋକ ବହୁ ଖୋଜାଖୋଜି କରିଥିଲେ । କିନ୍ତୁ କୌଣସି ପତ୍ତା ମିଳିନଥିଲା । ଶେଷରେ ଆଜି ସକାଳ ସମୟରେ ଘର ପଛେ ଥିବା କୂଅରେ ଅଶୋକ ଭାସୁଥିବାର ପରିବାର ଲୋକେ ଦେଖିଥିଲେ । ତୁରନ୍ତ ଏନେଇ ସ୍ଥାନୀୟ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିଲା । ଏହା ପରେ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି । ସେପଟେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି  ।

   Related Posts