Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

କରୋନା ଭୟରେ ଶବ ନେଉନାହାନ୍ତି ସମ୍ପର୍କୀୟ ! ରାସ୍ତାକଡ଼ରେ ପଡିଛି ମୃତଦେହ

17/10/2020 at 8:54 AM

ଜଳେଶ୍ୱର ୧୭।୧୦: ରାସ୍ତା କଡରେ ପଡିଛି ମୃତଦେହ । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ମ୍ୟୁନିସିପାଲଟି ୯ନଂ ଓ୍ୱାର୍ଡର ଥିବା ରାସ୍ତା କଡ଼ରେ ପଡିରହିଛି ମୃତଦେହ । ମୃତକଙ୍କ ନାମ ଜିତେନ ମିସ୍ତ୍ରୀ ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ୯ନଂ ଓ୍ୱାର୍ଡର ଥିବା ରାସ୍ତା କଡ଼ରେ ଜିତେନ ମିସ୍ତ୍ରୀଙ୍କ ମୃତଦେହ ପଡିରହିଛି । ଜିତେନ ସ୍ଥାନୀୟ ଅଞ୍ଚଳରେ ପାଇଖାନା ସଫେଇ କାମ କରିଥାନ୍ତି । ତାଙ୍କର ମୃତ୍ୟୁ କିପରି ହେଲା, ତାହ ବର୍ତ୍ତମାନ ପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି । ତେବେ କରୋନା ଭୟରେ ଶବ ନେଉନାହାନ୍ତି ସମ୍ପର୍କୀୟ ।

   Related Posts