Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ଗଛରୁ ନାବାଳକର ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ

30/10/2021 at 7:55 AM

କେନ୍ଦୁଝର ସଦର, ୩୦|୧୦ : ଗଛରୁ ନାବାଳକଙ୍କ ମୃତଦେହ ଉଦ୍ଧାର । ମୃତ୍ୟୁର କାରଣ ଅସ୍ପଷ୍ଟ । ଏପରି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ ମଇଦାନକେଲ ପଞ୍ଚାୟତ ଦେଓବନ୍ଧ ଗ୍ରାମରେ ।

ସୂଚନାନୁସାରେ, ଗ୍ରାମର ମୁଖ୍ୟ ରାସ୍ତା କଡରେ ଥିବା ଏକ ଗଛ ଡାଳରେ ଜଣେ ନାବାଳକ ଦଉଡି ଦେଇ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।ମୃତ ନାବାଳକ ହେଲେ ଅଜୁ ମୁଣ୍ଡା । ତାଙ୍କ ଘର ମୟୂରଭଞ୍ଜ ଜିଲ୍ଲାର ରରୁଆଁ ଥାନା ଅନ୍ତର୍ଗତ ରାଇଡିହା ଅଞ୍ଚଳରେ । ସେ ୨୦ ଦିନ ତଳେ ଘରୁ ଆସି ସଦର ଥାନା ଅନ୍ତର୍ଗତ ବାରଖଣ୍ଡିଆ ଗ୍ରାମର ଲମ୍ବୋଧର ମହାନ୍ତଙ୍କ ଘରେ ଛେଳି ଚରାଉ ଥିଲେ ।

ତେବେ ଅଜୁ କେଉଁ କାରଣରୁ ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ ।  ପୋଲିସ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।

   Related Posts