Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ନଖରା ସ୍ଥିତ ରିଲାଏନ୍ସ ପେଟ୍ରୋଲ ପମ୍ପ୍ ନିକଟ‌ରେ ଅଗ୍ନିକାଣ୍ଡ
  • ||
  • ରାଉରକେଲା : ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଦୁଇ ଜଣଙ୍କ ମୃତ୍ୟୁ
  • ||
  • ବଲାଙ୍ଗୀର : ନିଜ ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ !
  • ||
  • ଟାଙ୍ଗୀ : ମାନସିକ ପୂରଣ ପାଇଁ ବେକ କାଟିଦେଲେ ଭକ୍ତ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କୋଭିଡ୍ ପଜିଟିଭ୍, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଜଣେ ମୃତ, ୨୬ ଆହତ
  • ||
  • ମୁମ୍ବାଇ : ଭୟଙ୍କର ହେଲାଣି କରୋନା, ସ୍କୁଲ ହଷ୍ଟେଲର ୧୯୦ ଛାତ୍ର କୋଭିଡ୍ ପଜିଟିଭ୍
  • ||
  • ରାୟପୁର : ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
  • ||
  • ଆଠଗଡ଼ : ସମ୍ପର୍କରେ କଳଙ୍କ ଛିଟା, ଦିବ୍ୟାଙ୍ଗ ଝିଅକୁ ସମ୍ପର୍କୀୟ ମାମୁର ଦୁଷ୍କର୍ମ ! ଥାନାରେ ଏତଲା
  • ||

ଶୌଚାଳୟ ନିର୍ମାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ : ନିଲମ୍ବିତ ହେଲେ ଝରିଗାଁ ବ୍ଲକ୍ ବିଡିଓ

16/01/2021 at 1:06 PM

ନବରଙ୍ଗପୁର ୧୬।୧: ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ୍ ବିଡ଼ିଓ ଦେବେନ୍ଦ୍ର ବାହାଦୂର ସିଂ ଧାରୁଆ ନିଲମ୍ବିତ । ବିଡିଓଙ୍କୁ ପଞ୍ଚାୟତିରାଜ ବିଭାଗ ନିଲମ୍ବନ କରିଛି ।

ସୂଚନାଯୋଗ୍ୟ ଯେ, ଝରିଗାଁ ବ୍ଲକରେ ଶୌଚାଳୟ ନିର୍ମାଣରେ ବ୍ୟାପକ ଦୁର୍ନୀତି ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା । ନବରଙ୍ଗପୁର ଜିଲ୍ଲାପାଳ ଡଃ. ଅଜିତ କୁମାର ମିଶ୍ର ତଦନ୍ତ ପାଇଁ ନିର୍ଦ୍ଦେଶ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ନବରଙ୍ଗପୁର ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ରମାକାନ୍ତ ନାୟକ ଘଟଣାର ତଦନ୍ତ କରିଥିଲେ । ତଦନ୍ତ ରିପୋର୍ଟକୁ ତର୍ଜମା କରିବା ପରେ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ବିଭାଗ ବିଡ଼ିଓଙ୍କୁ ନିଲମ୍ବନ କରିଛନ୍ତି ।

   Related Posts