Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ନବରଙ୍ଗପୁର ସାଂସଦ ରମେଶ ମାଝୀ ଅସୁସ୍ଥ: ହସ୍ପିଟାଲରେ ଭର୍ତ୍ତି

12/09/2020 at 1:30 PM

ନବରଙ୍ଗପୁର ୧୨/୦୯ : ନବରଙ୍ଗପୁର ସାଂସଦ ରମେଶ ମାଝୀ ଅସୁସ୍ଥ ଅଛନ୍ତି । କିଛି ଦିନ ପୂର୍ବରୁ ସେ କରୋନାରେ ସଂକ୍ରମିତ ହୋଇଥିଲେ । କରୋନାରେ ସଂକ୍ରମିତ ହେବାପରେ ସେ ନିଜ ଉମରକୋଟ ସ୍ଥିତ ବାସଭବନରେ ହୋମ ଆଇସଲେସନରେ ଥିଲେ। କିନ୍ତୁ ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ୱର ସମ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

   Related Posts