Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦୁଝର : ବଣୁଆ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ, ମଞ୍ଚାରୁ ଓହ୍ଲାଇ ଘରକୁ ଯିବାବେଳେ ଆକ୍ରମଣର ଶିକାର
  • ||
  • ଜୟପୁର : ଲଗାଣ ବର୍ଷା ଯୋଗୁଁ ଧସିଲା ମାଟି ଅତଡା, ଜାତୀୟ ରାଜପଥ ଅବରୋଧ
  • ||
  • ଭୁବନେଶ୍ବର : ବାତ୍ୟାରୁ ଗଭୀର ଅବପାତର ରୂପ ନେଲା ‘ଗୁଲାବ’, ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଲାଗି ରହିଛି ବର୍ଷା
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରେ ‘ଗୁଲାବ’ ପ୍ରଭାବ : ଭାଙ୍ଗିଲା ଘର, ଗଛ ପଡି ରାସ୍ତା ଅବରୋଧ
  • ||
  • ବୈତରଣୀ ପଠାରେ ଚରୁଥିଲେ ମଇଁଷି, ପାଣି ଭିତରକୁ ଟାଣିନେଲା କୁମ୍ଭୀର : ଦେଖନ୍ତୁ ଭିଡିଓ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୪ କୋଭିଡ୍ ପଜିଟିଭ୍
  • ||
  • ଭଦ୍ରକରେ ସଂଯୁକ୍ତ କୃଷକ ମୋର୍ଚ୍ଚାର ବନ୍ଦ ପାଳନ, ଜାତୀୟ ବିଭିନ୍ନ ସଙ୍ଗଠନ ପକ୍ଷରୁ ରାଜପଥ ଅବରୋଧ
  • ||
  • ଲଗାଣ ବର୍ଷା ପରେ ସ୍ଥିତି ବେହାଲ, ଗେଙ୍ଗୁଟି ନଦୀ ବନ୍ଧରେ ୨୦୦ ଫୁଟର ଫାଟ
  • ||
  • ଗାଁରେ ପଶିଲା ଭାଲୁ, ଆକ୍ରମଣ କରି ଜଣଙ୍କୁ ଘାଇଲା କଲା…
  • ||

SBI ମୁଖ୍ୟ ଶାଖା ୪୮ଘଣ୍ଟା ବନ୍ଦ

27/08/2020 at 1:41 PM

ନବରଙ୍ଗପୁର ୨୭।୮: ନବରଙ୍ଗପୁର ସ୍ଥିତ ଏସବିଆଇ ବ୍ୟାଙ୍କର ଜଣେ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ବ୍ୟାଙ୍କକୁ ୪୮ ଘଣ୍ଟା ପାଇଁ ବନ୍ଦ ଘୋଷଣା କଲେ ବ୍ୟାଙ୍କ ଉଚ୍ଚ କର୍ତ୍ତୃପକ୍ଷ । ସରକାରଙ୍କ SOP ଅନୁଯାୟୀ ବ୍ୟାଙ୍କ ବିଲ୍ଡିଂକୁ ସାନିଟାଇଜ୍ କରିବା ପାଇଁ ୨୭ ଓ ୨୮ ତାରିଖ ଦୁଇ ଦିନ ବ୍ୟାଙ୍କକୁ ବନ୍ଦ ଘୋଷଣା କରାଯାଇଛି ।  

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩୧ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯୯ରେ ପହଞ୍ଚିଛି । ସେଥିମଧ୍ୟରୁ ୬୨୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୩୭୮ଟି ଆକ୍ଟିଭ କେସ୍ ରହିଛି । ସେଥିମଧ୍ୟରୁ ୨୧୯ ଜଣ ହୋମ୍ ଆଇସୋଲେସନରେ ଅଛନ୍ତି ।

   Related Posts