Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୮କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ, ୧୦୫୦୯୫୫ରେ ପହଞ୍ଚିଲା ସଂଖ୍ୟା
  • ||
  • ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର
  • ||
  • ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ
  • ||
  • ମୁହାଁମୁହିଁ ହେବେ ଶାସକ-ବିରୋଧି : ମମିତା ମେହେର ପ୍ରସଙ୍ଗରେ ବିଧାନସଭା ଘେରିବ ବିଜେପି
  • ||

ଚିର ନିଦ୍ରାରେ ବିଶିଷ୍ଟ ସାହିତ୍ୟିକ ନଦିଆ ବିହାରୀ ମହାନ୍ତି

14/09/2020 at 4:52 PM

କଟକ,୧୪|୦୯: ବିଶିଷ୍ଟ ସାହିତ୍ୟିକ ନଦିଆ ବିହାରୀ ମହାନ୍ତି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସେ କଟକର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁବରଣ କରିଛନ୍ତି । ୯୦ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି ।

କିଛିଦିନ ପୂର୍ବରୁ ସେ କରୋନା ସଂକ୍ରମିତ ହୋଉଥିଲେ । ଏହାପରେ ତାଙ୍କୁ ଚିକିତ୍ସା ପାଇଁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା ।

ସେ ଆକାଶବାଣୀ କାର୍ଯ୍ୟକ୍ରମ ଶିଶୁ ସଂସାରର ବଡ ଭାଇ ଭାବେ ଘରେ ଘରେ ପରିଚିତ ଥିଲେ । ୨୦୧୩ରେ ସେ କେନ୍ଦ୍ର ସାହିତ୍ୟ ଆକାଡେମୀ ପୁରସ୍କାର ପାଇଥିଲେ । ନଦିଆ ବିହାରୀଙ୍କ ଦେହାନ୍ତରେ ଅନେକ ସାହିତ୍ୟିକ ଓ ବିଶିଷ୍ଟ ବ୍ୟକ୍ତି ଶୋକ ବ୍ୟକ୍ତ କରିଛନ୍ତି ।

   Related Posts