Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ଶିବ ମନ୍ଦିରରେ ଫଣା ଟେକି ରହିଲା ବିରାଟ ନାଗ : ଭୁଲ ନୀତି ପାଇଁ ସାପ ବାହାରିଥିବା ଆଲୋଚନା, ଦେଖନ୍ତୁ ଭିଡିଓ

31/10/2021 at 9:16 AM

ଆଠଗଡ,୩୧/୧୦: ଉଦ୍ଧାର ବେଳେ ଫୁତ୍କାର କଲା ନାଗ । ଫଣା ଟେକି କଲା ଗର୍ଜନ । ଶନିବାର ସନ୍ଧ୍ୟାରେ ଆଠଗଡ ସମସରପୁର ପଞ୍ଚାୟତ ନଡୁଆପଡ଼ା ଶଙ୍କର୍ଷଣ ମନ୍ଦିର ରୋଷେଇ ଘରେ ଏକ ତିନି ଫୁଟର ନାଗସାପକୁ ଉଦ୍ଧାର ବେଳେ ଏପରି ଦୃଶ୍ୟ ଦେଖିବାକୁ ମିଳିଛି ।

ଉଦ୍ଧାର କରିବା ସମୟରେ ସାପଟି ଫଣା ଟେକି ରହିଥିଲା । ପାଖାପଖି ସନ୍ଧ୍ୟାରୁ ରାତ୍ର ୧୧ଟା ପର୍ଯ୍ୟନ୍ତ ଫଣା ଟେକି ରହିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ବେଶ ଚର୍ଚ୍ଚାର ବିଷୟ ହୋଇଛି ।  ଲୋକମାନେ ସାପଟିକୁ ଘଉଡ଼ାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ସାପଟି ନଯାଇ ସେମିନ୍ତି ଫଣା ଟେକି ରହିଥିଲା ।

ତେବେ ମନ୍ଦିର ପରିସରରେ କୌଣସି ଭୂଲ୍ ନୀତି ପାଇଁ ଏହି ଭଳି  କାର୍ତ୍ତିକ ମାସରେ ସାପ ବାହାରିବା ସାଧାରଣରେ ଆଲୋଚନା ହେଉଛି ।

   Related Posts