Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୩୦୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୧୧୫ଜଣ ଡିସଚାର୍ଜ
  • ||
  • ରବିଚନ୍ଦ୍ରନ ଅଶ୍ବିନ ନିରାଶ, ଏହି ଖେଳାଳି ହେଲେ ‘ଟେଷ୍ଟ କ୍ରିକେଟର୍ ଅଫ୍‌ ଦି ଇୟର’
  • ||
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ଯୁବକଙ୍କ ଉଲଗ୍ନ ମୃତଦେହ ଉଦ୍ଧାର,ହତ୍ୟା ସନ୍ଦେହ

21/03/2019 at 12:20 PM

ନୂଆପଡ଼ା ୨୧/୩: ଯୁବକଙ୍କ ଉଲଗ୍ନ ମୃତଦେହ ଉଦ୍ଧାର ହୋଇଛି। ଏହା ଏକ ବିଧିବଦ୍ଧ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି। ଦର୍ଲ୍ଲିମୁଣ୍ଡା ମଦଭାଟି ପାଖ ଖଲିଆପାଣି ରାସ୍ତାରୁ ମିଳିଛି ମୃତଦେହ। ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ। ପିନ୍ଧା ଲୁଗାରେ ବନ୍ଧା ଯାଇଛି ମୁହଁ। ଘଟଣା ସ୍ଥଳରେ ଜୋଙ୍କ ପୋଲିସର ତଦନ୍ତ ଜାରି ରଖିଛି।

   Related Posts