ପୁରୀ ଶ୍ରୀମନ୍ଦିରରେ ନନ୍ଦୋତ୍ସବ
3/09/2018 at 11:17 AM

ପୁରୀ ୩|୯: ପବିତ୍ର ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ ହୋଇଛି । ମଥୁରାରୁ ଯାଇ ଗୋପପୁରରେ ପହଞ୍ଚିଛନ୍ତି ଶ୍ରୀକୃଷ୍ଣ । ସେଠାରେ ନାଭିକଟା ନୀତି ସମ୍ପନ୍ନ ହୋଇଛି। ଆଜି ପାଳିତ ହେବ ନନ୍ଦ ଉତ୍ସବ। ରାଜ୍ୟ ସମେତ ସାରା ଦେଶରେ ଜନ୍ମାଷ୍ଟମୀକୁ ଖୁବ୍ ଧୁମଧାମରେ ପାଳନ କରିଛନ୍ତି ଶ୍ରଦ୍ଧାଳୁ। ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଦେଖିବା ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା।
Related Posts
ଇଡିରେ ହାଜର ହେଲେ ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକ
22 May 2022