ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋଦୀ-ବାଇଡେନ ଆଲୋଚନା : ଭାରତର କରୋନା ମୁକାବିଲାକୁ ପ୍ରଶଂସା କଲେ ୟୁଏସ ରାଷ୍ଟ୍ରପତି
  • ||
  • ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୬୭୫ କରୋନା ପଜିଟିଭ୍
  • ||
  • ମଙ୍ଗଳବାରଠୁ ଗ୍ରାଁପ୍ରି-୪ : ଇଭେଣ୍ଟରେ ଭାଗନେବେ ବିଭିନ୍ନ ରାଜ୍ୟର ଖେଳାଳି
  • ||
  • ହରିଦ୍ୱାରରେ ଅସ୍ଥି ବିସର୍ଜନ କରି ଫେରୁଥିଲେ, ରାସ୍ତାରେ ଧକ୍କା ଦେଲା ଟ୍ରକ୍ : ୬ ମୃତ
  • ||
  • ଗଛରେ ପିଟିହେଲା କାର, ଚାଲିଗଲା ଗୋଟିଏ ପରିବାରର ୪ ଜୀବନ
  • ||
  • ଶିଖର ଧାଓ୍ୱନଙ୍କୁ ଦଳରେ ମିଳିଲାନି ଜାଗା : ପ୍ରଶ୍ନ ଉଠାଇଲେ ସୁରେଶ ରାଇନା
  • ||
  • ମଙ୍ଗଳବାର କ୍ୱାଡ୍ ସମ୍ମିଳନୀ : ୩ ବିଶ୍ୱନେତାଙ୍କ ସହ ଆଲୋଚନା କରିବେ ମୋଦୀ
  • ||
  • ରାଜ୍ୟରେ କମିବ ତାତି, ଭିଜାଇବ କାଳବୈଶାଖୀ ବର୍ଷା
  • ||

ନନ୍ଦୋତ୍ସବ ନେଇ ବ୍ରହ୍ମପୁର ଗୋକୁଳଧାମରେ ସ୍ବତନ୍ତ୍ର ବ୍ୟବସ୍ଥା

3/09/2018 at 11:19 AM

ଗଞ୍ଜାମ ୩|୯: ଆଜି ପବିତ୍ର ନନ୍ଦ ଉତ୍ସବ । ଭଦବାନ ଶ୍ରୀକୃଷ୍ଣ ଧରାପୃଷ୍ଠକୁ ଅବତରଣ କରିସାରିଛନ୍ତି। ଏଥିପାଇଁ ରାଜ୍ୟ ତଥା ସାରା ଦେଶସାରା ଉତ୍ସବର ମାହୋଲ । ଏଥିପାଇଁ ବିଭିନ୍ନ ରାଧାକୃଷ୍ଣ ମନ୍ଦିରରେ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ନନ୍ଦୋତ୍ସବ ପାଇଁ ଉତ୍ସବମୁଖର ବ୍ରହ୍ମପୁର ସହର । ଏନେଇ ଗୋକୁଳଧାମରେ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି । ବ୍ରହ୍ମପୁର ସହରରେ ନନ୍ଦ ଉତ୍ସବ ମାହୋଲ ସରଗରମ ରହିଛି ।

   Related Posts