Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ବିଶିଷ୍ଟ ଫୁଟବଲ୍ କୋଚ୍ ନନ୍ଦ କିଶୋର ପଟ୍ଟନାୟକଙ୍କ ପରଲୋକ, କରୋନାରେ ଆକ୍ରାନ୍ତ ହେବା ପରେ ଚାଲିଥିଲା ଚିକିତ୍ସା

1/06/2021 at 7:34 AM

ଭୁବନେଶ୍ୱର, ୦୧|୦୬ : ବିଶିଷ୍ଟ ଫୁଟବଲ କୋଚ୍ ନନ୍ଦ କିଶୋର ପଟ୍ଟନାୟକଙ୍କ ପରଲୋକ । ସେ କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ । ୨୨ ଦିନ ହେଲା ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା । ତେବେ ସୋମବାର ବିଳମ୍ବିତ ରାତିରେ ନନ୍ଦ କିଶୋର ପଟ୍ଟନାୟକଙ୍କ ପରଲୋକ ହୋଇଯାଇଛି ।

ନନ୍ଦ କିଶୋର ରାଜ୍ୟରେ ଅନେକ ମହିଳା ଫୁଟବଲର ସୃଷ୍ଟି କରିଛନ୍ତି । ଫୁଟବଲ ଜଗତରେ ସେ ଟୁଟୁ ସାର୍ ନାଁରେ ବେଶ୍ ପରିଚିତ ଥିଲେ । ପାଖାପାଖି ୩୦ରୁ ଅଧିକ ଖେଳାଳି ତାଙ୍କଠୁ ପ୍ରଶିକ୍ଷଣ ନେଇ ଜାତୀୟ ଅନ୍ତର୍ଜାତୀୟ ସ୍ତରରେ ବେଶ୍ ସଫଳତା ହାସଲ କରିଛନ୍ତି । ନନ୍ଦ କିଶୋରଙ୍କ ବିୟୋଗରେ କ୍ରୀଡା ଜଗତରେ ଶୋକର ଛାୟା ଖେଳିଯାଇଛି ।

   Related Posts