Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଜେଟ୍ ଅଧିବେଶନ: ଜାନୁଆରୀ ୩୧ରେ ରାଷ୍ଟ୍ରପତିଙ୍କ ଅଭିଭାଷଣ, ଫେବୃଆରୀ ୧ରେ ଉପସ୍ଥାପନ ହେବ ବଜେଟ୍
  • ||
  • IPL 2022: ନିଜ ଟିମ୍‌ର ନାମ ଘୋଷଣା କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି, ରଖିଲା ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୩୦୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୧୧୫ଜଣ ଡିସଚାର୍ଜ
  • ||
  • ରବିଚନ୍ଦ୍ରନ ଅଶ୍ବିନ ନିରାଶ, ଏହି ଖେଳାଳି ହେଲେ ‘ଟେଷ୍ଟ କ୍ରିକେଟର୍ ଅଫ୍‌ ଦି ଇୟର’
  • ||
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ବିଜେପିର ରାଜ୍ୟସଭା ପ୍ରାର୍ଥୀଙ୍କୁ ବିଜେଡି ସମର୍ଥନ କରିବା ପ୍ରସଙ୍ଗ : ନରସିଂହ କହିଲେ ଏହା ରାଜନୈତିକ ବାଧ୍ୟବାଧକତା

23/06/2019 at 1:29 PM

ଭୁବନେଶ୍ବର ୨୩/୬: ଅଶ୍ବିନୀ ବୈଷ୍ଣବଙ୍କୁ ରାଜ୍ୟସଭା ପ୍ରାର୍ଥୀ କରିବା ପ୍ରସଙ୍ଗରେ କଂଗ୍ରେସ ବିଧାୟକ ନରସିଂହ ମିଶ୍ରଙ୍କ ପ୍ରଶ୍ନ। ନରସିଂହ ପ୍ରଶ୍ନ କରିଛନ୍ତି ଯେ ବିଜେଡି-ବିଜେପି ଯାହାକୁ ରାଜ୍ୟସଭା ପ୍ରାର୍ଥୀ କରିଛନ୍ତି ଯେ ଖଣି କାରବାରରେ ତାଙ୍କର କିଭଳି ସଂପୃକ୍ତ ରହିଛି।

ସେପଟେ ନରସିଂହ ମିଶ୍ରଙ୍କ ମନ୍ତବ୍ୟ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ବିଧାୟକ ଶଶିଭୂଷଣ ବେହେରା। ଜଣେ ଅଭିଜ୍ଞ ନେତା ସାମ୍ବିଧାନିକ ପଦପଦବୀକୁ ନେଇ ରାଜନୀତିକରଣ କରିବା ଉଚିତ୍ ନୁହେଁ ବୋଲି ସେ କହିଛନ୍ତି।.

   Related Posts