Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ବିଧାୟକ ନରସିଂହ ମିଶ୍ରଙ୍କୁ କରୋନା, ଟ୍ୱିଟ୍‌ କରି ଦେଲେ ସୂଚନା

21/04/2021 at 8:03 PM

ଭୁବନେଶ୍ୱର, ୨୧/୦୪: କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ଶ୍ରୀ ମିଶ୍ର ନିଜେ ଟ୍ୱିଟ୍‌ କରି ଏ ସମ୍ୱନ୍ଧରେ ସୂଚନା ଦେଇଛନ୍ତି ।

ଯେଉଁ ବ୍ୟକ୍ତିମାନେ ଗତ କିଛିଦିନ ହେବ ସଂସ୍ପର୍ଶରେ ଆସିଛନ୍ତି ସେମାନେ ସବଧାନତା ଅବଲମ୍ୱନ କରିବା ସହିତ ନିଜର କରୋନା ଟେଷ୍ଟ କରାଇ ନିଅନ୍ତୁ ଶ୍ରୀ ମିଶ୍ର ଟ୍ୱିଟ୍‌ରେ ଲେଖିଛନ୍ତି ।

   Related Posts