Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ଶପଥ ପରେ ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

29/05/2019 at 12:09 PM

ଭୁବନେଶ୍ବର ୨୯|୫: ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନବୀନ ପଟ୍ଟନାୟକ । ନବୀନଙ୍କ ସହ ତାଙ୍କ ମନ୍ତ୍ରିମଣ୍ଡଳ ମଧ୍ୟ ଶପଥ ନେଇଛନ୍ତି । ଚଳିତ ଥର ୧୧ଜଣ ମନ୍ତ୍ରୀ କ୍ୟାବିନେଟ୍ ପାହ୍ୟା ଓ ୯ଜଣ ରାଷ୍ଟ୍ର ପାହ୍ୟା ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ।

ନବୀନ ପଟ୍ଟନାୟକ ଶପଥ ଗ୍ରହଣ କରିବା ପରେ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ ଟ୍ବିଟ୍ କରି ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଶୁଭେଚ୍ଛା ଜଣାଇବା ସହ ନବୀନ ଓ ତାଙ୍କ ମନ୍ତ୍ରିମଣ୍ଡଳ ଲୋକଙ୍କ ଆଶା ପୂରଣ କରିବେ ବୋଲି ମୋଦି କହିଛନ୍ତି । ଏହା ସହିତ ଓଡ଼ିଶାର ପ୍ରଗତି ପାଇଁ କେନ୍ଦ୍ର ସମ୍ପୂର୍ଣ୍ଣ ସହାୟତା ଯୋଗାଇ ଦେବ ବୋଲି ମଧ୍ୟ ମୋଦି ପ୍ରତିଶ୍ରୁତି ଦେଇଛନ୍ତି।

   Related Posts