Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ପୂର୍ବତନ ରାଜ୍ୟସଭା ସଦସ୍ୟ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ

7/09/2020 at 2:25 PM

ଭୁବନେଶ୍ୱର ୦୭।୦୯: ପରଲୋକରେ ନରେନ୍ଦ୍ର ସ୍ୱାଇଁ । ବିଜେଡ଼ିର ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟସଭା  ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ  । ୮୧ ବର୍ଷ ବୟସରେ ଏହି ବରିଷ୍ଠ ନେତାଙ୍କ ଦେହାନ୍ତି ହୋଇଛି । ନରେନ୍ଦ୍ର ସ୍ୱାଇଁଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଗଭୀର ଶୋକପ୍ରକାଶ କରିଛନ୍ତି । ବିଜେଡିର ଏହି ବରିଷ୍ଠ ନେତା ୨୦୧୫ ମସିହା ଡିସେମ୍ବର ୭ତାରିଖରୁ ୨ ଏପ୍ରିଲ୍‌ ୨୦୨୦ ପର୍ଯ୍ୟନ୍ତ ରାଜ୍ୟସଭାର ସାଂସଦ ରୂପେ ନିର୍ବାଚିତ ହୋଇଥିଲା ।

   Related Posts